ଓଡ଼ିଶା

ବିନା କାମରେ ଗହଳି ସ୍ଥାନକୁ ନଯିବାକୁ ପରାମର୍ଶ ଦେଲେ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ

ରାଜ୍ୟରେ କାୟା ବିସ୍ତାର କରିବା ଆରମ୍ଭ କଲାଣି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍ ।

ଏହାକୁ ଦୃଷ୍ଟିରେ ରଖି କ୍ୟାପିଟାଲ ହସ୍ପିଟାଲ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇସାରିଛି । ତେବେ ସୁରକ୍ଷା ଦୃଷ୍ଟିକୋଣରୁ ସମସ୍ତେ ମାସ୍କ ପିନ୍ଧିବା ସହିତ ସାନିଟାଇଜର ବ୍ୟବହାର କରିବାକୁ ପରାମର୍ଶ ଦେଇଛନ୍ତି କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ ଲକ୍ଷ୍ମୀଧର ସାହୁ ।

ଏହାସହ କାମ ନଥିଲେ ଗହଳି ସ୍ଥାନକୁ ନଯିବା ନିହାତି ଦରକାର ବୋଲି ସେ କହିଛନ୍ତି ।

Show More

Related Articles

Back to top button