Breaking PLUSଓଡ଼ିଶାମୁଖ୍ୟ ଖବର

ମହିଳା ସାମ୍ବାଦିକଙ୍କୁ ଚାପୁଡା ମାରିବା ଘଟଣା, ସିପିଙ୍କୁ ରିପୋର୍ଟ ତଲବ କଲେ ମହିଳା କମିଶନର

ଭୁବନେଶ୍ୱର,୪ ନଭେମ୍ବର – ମହିଳା ସାମ୍ବାଦିକଙ୍କୁ ଚାପୁଡ଼ା ମାରିବା ମାମଲା । ଟୁଟୁ ନାୟକଙ୍କ ବିରୋଧରେ ନିଜ ଆଡୁ ମାମଲା ରୁଜୁ କଲା ମହିଳା କମିଶନ । ପୋଲିସ କମିଶନରଙ୍କୁ ରିପୋର୍ଟ ତଲବ କଲେ କମିଶନ । 15 ଦିନ ଭିତରେ ମାମଲାର ତଦନ୍ତ ନେଇ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।
ଏଠାରେ ସୂଚନାଯୋଗ୍ୟ, ଗତକାଲି କାର୍ଯ୍ୟରତ ମହିଳା ସାମ୍ବାଦିକ ଦେବସ୍ମିତା ରାଉତଙ୍କୁ ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ସଂଜୟ ନାୟକମାଡ଼ ମାରିଥିବା ଅଭିଯୋଗ ହୋଇଥିଲା।

Show More

Related Articles

Back to top button