Breaking PLUSଓଡ଼ିଶାମୁଖ୍ୟ ଖବର

ଆଜିଠୁ ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମେଳା

ଭୁବନେଶ୍ୱର,22 ଫେବୃୟାରୀ – ଆଜିଠୁ ଆରମ୍ଭ ହେବାକୁ ଯାଉଛି ବିଶ୍ବ ପ୍ରସିଦ୍ଧ ଯୋରନ୍ଦା ମେଳା । ଯାହାକୁ ନେଇ ପୁରା ଚଳଚଞ୍ଚଳ ହୋଇଛି ଢେଙ୍କାନାଳ ଯୋରନ୍ଦା ମହିମା ଗାଦି ପୀଠ। ବିଶ୍ବର ମଙ୍ଗଳ ପାଇଁ ଦୁଇ ଦିନ ଜଳିବ ଝାଡଦୀପ। ଏଥିଲାଗି ଜିଲ୍ଲାପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। 22ରୁ 24 ତାରିଖ ପର୍ଯ୍ୟନ୍ତ ଏହି ମେଳା ଚାଲିବ। ତିନି ଦିନ ଧରି ଅଲେଖ ମହିମା ଧ୍ବନିରେ ପ୍ରକମ୍ପିତ ହେବ ଶୂନ୍ୟ ମନ୍ଦିର । ମେଳାରେ ସାମିଲ ହେବାକୁ ଦେଶର କୋଣ ଅନୁକୋଣରୁ ସାଧୁ ଏବଂ ଭକ୍ତଙ୍କ ସୁଅ ଛୁଟୁଛି। ସନ୍ଧ୍ୟାରେ ଝାଡରେ ଅଗ୍ନି ସଂଯୋଗ ପରେ ମେଳା ଜମିବ।

Show More

Related Articles

Back to top button