ଦେଶମୁଖ୍ୟ ଖବର

ସ୍କିଲ୍ ମାଧ୍ୟମରେ ଆତ୍ମନିର୍ଭରଶୀଳ ହେବେ ଯୁବଗୋଷ୍ଠି

ଆଗାମୀ ଦିନ ମାନଙ୍କରେ ଦେଶରେ ଉତ୍ପାଦନ ଏବଂ ଅର୍ଥନୀତିକୁ ବଢ଼ାଇବା ପାଇଁ ଦେଶର ଯୁବଗୋଷ୍ଠୀଙ୍କୁ ସ୍କିଲ୍ ମାଧ୍ୟମରେ ସ୍ୱାବଲମ୍ବୀ ଏବଂ ଆତ୍ମବିଶ୍ୱାସୀ କରିବା ସହ ଏହି ପୃଷ୍ଠଭୂମିରେ ସେମାନଙ୍କୁ ଆତ୍ମନିର୍ଭର କରିବା ହେଉଛି ଅମୃତ ମହୋତ୍ସବର ଅମୃତ ବିନ୍ଦୁ । ତେଣୁ ସ୍ୱାଧୀନତାର ୧୦୦ ବର୍ଷ ପୂରଣ କରିବା ତଥା ଆଗାମୀ ୨୫ ବର୍ଷ ପର୍ଯ୍ୟନ୍ତ ଏହାକୁ ସଂକଳ୍ପରେ ପରିଣତ କରି ଯୁବକମାନଙ୍କୁ ସଶକ୍ତ କରିବାକୁ ଏହି ସୁଯୋଗକୁ ଉପଯୋଗ କରିବା ପାଇଁ ଆହ୍ୱାନ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

Show More

Related Articles

Back to top button