Breaking PLUSଦେଶମୁଖ୍ୟ ଖବର

ପ୍ରସିଦ୍ଧ ତବଲା ବାଦକ ଜାକିର ହୁସେନଙ୍କ ବିୟୋଗ

ପ୍ରସିଦ୍ଧ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ ହୋଇଯାଇଛି। ପରିବାର ଲୋକେ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଭାରତୀୟ ସମୟ ଅନୁସାରେ ସୋମବାର ସକାଳୁ ତାଙ୍କର ମୃତ୍ୟୁ ହୋଇଥିବା ଜଣାଯାଇଛି। କିଛିଦିନ ତଳେ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଆମେରିକାର ସାନ୍ ଫ୍ରାନ୍ସିସ୍କୋର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ହୃଦଜନିତ ଓ ରକ୍ତଚାପଜନିତ ସମସ୍ୟାର ସମ୍ମୁଖୀନ ହେଉଥିଲେ। ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା।

Show More

Related Articles

Back to top button